• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମରେ ପଡିବ ଫାଟ, ସତର୍କ ରୁହନ୍ତୁ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୮ ଗତେ ମୀନ ତିଥି- ୧୩ଶୀ ରାତ୍ରି ୧୨.୧୯ ଗତେ ୧୪ଶୀ, ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ଦିବା ୦୪.୪୮ ଗତେ ଧନୁ ରାଶିର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୭ ଗତେ ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 15 Oct 2024

ମଘା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ପୂ,ଫାଲଗୁନି- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର‌୍ୟ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ ।

ଉ,ଫାଲଗୁନି- କୋର୍ଟରେ ମାମଲା ପାଇଁ ଶତୃ ବୃଦ୍ଧି ହୋଇପାରନ୍ତି । ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :