• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମରେ ପଡିବ ଫାଟ, ସତର୍କ ରୁହନ୍ତୁ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୮ ଗତେ ମୀନ ତିଥି- ୧୩ଶୀ ରାତ୍ରି ୧୨.୧୯ ଗତେ ୧୪ଶୀ, ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ଦିବା ୦୪.୪୮ ଗତେ ଧନୁ ରାଶିର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୭ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 15 Oct 2024

ଉ,ଫଳଗୁନି- ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।

ହସ୍ତା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।

ଚିତ୍ରା- ନିଜ ପରିସରରେ ଜଣେ ବନ୍ଧୁ ସାହାର‌୍ୟ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :