ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ତିଥି – ୫ମୀ ଦିବା ୧୧/୦୦ ଗତେ ୬ଷ୍ଠୀ ଚନ୍ଦ୍ର – ମେଷ ଦିବା ୦୨/୨୯ ଗତେ ବୃଷ ଘାତ ଚନ୍ଦ୍ର- ମେଷ ରାଶିର ଦିବା ୦୨/୨୯ ଗତେ ବିଛା ଘାତ ବାର – ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ - ଦିବା ୦୮/୦୫ ଗତେ ୧ ପାଦ-କୁଟୁମ୍ଭହାନି– ତିଳକାଞନ
କୃତିକା - ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ
ରୋହିଣୀ – ଜମିକୁ ନେଇ ଲାଗି ରହିଥିବା ବିବାଦର ସମାଧାନ ହେବ
ମୃଗଶିରା – କଠିନ ପରିଶ୍ରମର ଫଳ ପାଇ ପାରନ୍ତି
ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬