• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th September 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ତିଥି – ୫ମୀ ଦିବା ୧୧/୦୦ ଗତେ ୬ଷ୍ଠୀ ଚନ୍ଦ୍ର – ମେଷ ଦିବା ୦୨/୨୯ ଗତେ ବୃଷ ଘାତ ଚନ୍ଦ୍ର- ମେଷ ରାଶିର ଦିବା ୦୨/୨୯ ଗତେ ବିଛା ଘାତ ବାର – ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ - ଦିବା ୦୮/୦୫ ଗତେ ୧ ପାଦ-କୁଟୁମ୍ଭହାନି– ତିଳକାଞନ

Leo

ସିଂହ

Thursday 15 Sep 2022

ମଘା – ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ

ପୂ , ଫାଲଗୁନୀ - ପରିକଳ୍ପିତ କାମରେ ପ୍ରତିବନ୍ଧକ ଯୁକ୍ତ ରହିବ

ଉ ,ଫାଲଗୁନୀ – ପକେଟ ମାର ଜନିତ ଧନହାନି ଘଟିପାରେ

ପ୍ରତିକାର – ଗହମ ଅଟା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :