ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ତିଥି – ୫ମୀ ଦିବା ୧୧/୦୦ ଗତେ ୬ଷ୍ଠୀ ଚନ୍ଦ୍ର – ମେଷ ଦିବା ୦୨/୨୯ ଗତେ ବୃଷ ଘାତ ଚନ୍ଦ୍ର- ମେଷ ରାଶିର ଦିବା ୦୨/୨୯ ଗତେ ବିଛା ଘାତ ବାର – ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ - ଦିବା ୦୮/୦୫ ଗତେ ୧ ପାଦ-କୁଟୁମ୍ଭହାନି– ତିଳକାଞନ
ଚିତ୍ରା – ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ
ସ୍ୱାତୀ – ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି
ବିଶାଖା – ଜମିକୁ ନେଇ ଲାଗିରହିଥିବା ବିବାଦ ସମାପ୍ତ ହେବ
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କର ଫଟକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬