• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ...

ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

Pisces

ମୀନ

Sunday 15 Sep 2024

ପୂ , ଭାଦ୍ରପଦ - ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

ଉ , ଭଦ୍ରପଦ - ରାଜନୀତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀମାନେ ପଢାରେ ମନ ଲଗାଇବେ ।

ରେବତୀ – କୋର୍ଟ କଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରୀଭୂତ ହେବ । ମହିଳାମାନଙ୍କର ଧାର୍ମିକ ଭାବନା ଉଦୟ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।

ପ୍ରତିକାର – ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :