• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ...

ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

Gemini

ମିଥୁନ

Sunday 15 Sep 2024

ମୃଗଶିରା- ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବିଦେଶରେ ଥିବା ସ‌ଂପର୍କୀୟଙ୍କଠାରୁ ଶୁଭ ଖବର ପାଇବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ।

ଆଦ୍ରା- କାର‌୍ୟ୍ୟ ଦକ୍ଷତା ବୃଦ୍ଧି ପାଇବ । ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନହେଲେ ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ।

ପୁନର୍ବସୁ- କଳାକାରମାନଙ୍କୁ ଭଲ ସୁଯୋଗ ମିଳିବ । କଚେରି ମାମଲାର ଶୁଣାଣିରେ ବିଳମ୍ବଜନିତ କ୍ଷୋଭ ପ୍ରକାଶ କରିପାରନ୍ତି । ମହିଳାମାନଙ୍କର ଜୀବନ ସମସ୍ୟା ବହୁଳ ହୋଇପାରେ ।

ପ୍ରତିକାର – ପ୍ରଭୁ ଗଣେଶଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :