• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ...

ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

Cancer

କର୍କଟ

Sunday 15 Sep 2024

ପୁନର୍ବସୁ - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ ।

ପୁଷ୍ୟା – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର‌୍ୟ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ଅଶ୍ଳେଷା - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳାମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :