• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ...

ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

Leo

ସିଂହ

Sunday 15 Sep 2024

ମଘା- ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର‌୍ୟ୍ୟ କରିବେ । ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି

ପୂ- ଫାଲ୍‌ଗୁନୀ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ର।ଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ।

ଉ- ଫାଲ୍‌ଗୁନୀ- ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ । ମାଲିମକଦ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳାମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ।

ପ୍ରତିକାର – ବାହାରକୁ ଯିବା ସମୟରେ ଟିକେ ଦହି ଖାଇ ବାହାରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :