• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ...

ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

Virgo

କନ୍ୟା

Sunday 15 Sep 2024

ଉ , ଫାଲଗୁନୀ – ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀମାନଙ୍କ ପାଇଁ ସ୍ଥିରୀକୃତ ହୋଇପାରେ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।

ହସ୍ତା – ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ଶିକ୍ଷାର୍ଥୀମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।

ଚିତ୍ରା – ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର‌୍ୟ୍ୟ ଅତିଶୀଘ୍ର ପୂରଣ ହେବ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :