• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ...

ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

Scorpio

ବିଛା

Sunday 15 Sep 2024

ବିଶାଖା – ଶରୀର ଭଲ ରହିବ ସହିତ ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦୃଢ କରିବେ ।

ଅନୁରାଧା – ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ । ପ୍ରେମ ସମ୍ପର୍କ ମଜବୁତ ରହିବ।

ଜ୍ୟେଷ୍ଠା – କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳାମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ । ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :