ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।
ମୂଳା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ । ଚାକିରି କ୍ଷେତ୍ରରେ ଶ୍ରମ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡିପାରେ।
ପୂ, ଷାଢା- କାରବାରରେ ପୁଞ୍ଜି ଲଗାଇବା ପୂର୍ବରୁ ବଡଙ୍କ ସମ୍ମତି ନିଅନ୍ତୁ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ବିଦ୍ୟାର୍ଥିମାନେ ପରୀକ୍ଷାରେ କୃତକାର୍ୟ୍ୟ ହେବେ । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ୟ୍ୟରୁ ପ୍ରଂଶସିତ ହେବେ।
ଉ, ଷାଢା- ଭୂ-ସମ୍ପତି କିଣିବା ଯୋଗ ରହିଛି । ମହିଳା ମାନେ କାହାରି କଥାରେ ଦଖଲ ଦିଅନ୍ତୁ ନାହିଁ । କୈାଣସି ଅଜଣା ବ୍ୟକ୍ତି ସାହାର୍ୟ୍ୟର ହାତ ବଢାଇବେ । ନୂତନ ଦ୍ରବ୍ୟ କ୍ରୟ କରିବାର ସୁଯୋଗ ଆସିବ।
ପ୍ରତିକାର – ଗରିବ ଲୋକଙ୍କୁ ବସ୍ତ୍ର ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩