• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ...

ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

Capricorn

ମକର

Sunday 15 Sep 2024

ଉ , ଷାଢା - ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ଶ୍ରବଣା – ରାଜନୀତିରେ କୈାଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସଫଳତା ପାଇବେ ।

ଧନିଷ୍ଠା – ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :