Daily Horoscope 15th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ...

ମାନସିକସ୍ତରରେ ଉନ୍ନତି ଆସିବ । କାର୍ଯ୍ୟ ସିଦ୍ଧିଲାଭ ସହ ସମ୍ମାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା ଓ ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

Aries

ମେଷ

Sunday 15 Sep 2024

ଅଶ୍ୱନୀ- ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ । କାର‌୍ୟ୍ୟକ୍ଷେତ୍ରରେ ଆମଦାନୀ ବୃଦ୍ଧିର ସୁଯୋଗ ପାଇବେ।

ଦ୍ୱିଜା- କ୍ୟାରିୟରରେ ଭଲ ଫଳାଫଳ ପାଇବେ । ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ଘର କାମରେ ବ୍ୟସ୍ତ ଯୋଗୁଁ , ଅଫିସ ଯିବାରେ ବିଳମ୍ବ ହୋଇପାରେ।

କୃତିକା- ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଜମିବାଡିର ସବୁ କାଗଜ ଦାୟିତ୍ୱରେ ରଖନ୍ତୁ।

ପ୍ରତିକାର - ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :