• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ

Aries

ମେଷ

Sunday 16 Apr 2023

ଅଶ୍ୱନୀ- ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ ।
ଦ୍ୱିଜା- ବାଦବିଦାଦ ଓ ସାକ୍ଷାତ୍କାରରେ ମନ ଖୁସି ହୋଇଯିବ । ପତିପତ୍ନୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ । ଏକାଧିକ କାମରେ ହାତ ଦେଇ ଅସୁବିଧାରେ ପଡି ପାରନ୍ତି । 
କୃତିକା- ଛାତ୍ରଛାତ୍ରୀ ମାନେ ପାଠପଢାରେ ବ୍ୟସ୍ତ ରହିବେ । ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ ।
ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :