• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ

Pisces

ମୀନ

Sunday 16 Apr 2023

ପୂ , ଭାଦ୍ରପଦ - ପାରିବାରିକ ସହମତିରେ କାର୍ଯ୍ୟରେ ସିଦ୍ଧି ଘଟିପାରେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ ।
ଉ , ଭଦ୍ରପଦ - ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର‌୍ୟ୍ୟରୁ ପ୍ରଂଶସିତ ହୋଇପାରନ୍ତି ।
ରେବତୀ – ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :