• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ

Gemini

ମିଥୁନ

Sunday 16 Apr 2023

ମୃଗଶିରା - ମାନସିକ ସୁସ୍ଥତା ରହିନପାରେ । ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । 
ଆଦ୍ରା - ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପୁନର୍ବସୁ - କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :