ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ
ପୁନର୍ବସୁ - ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ ।
ପୁଷ୍ୟା – ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଅଶ୍ଳେଷା - ପକେଟ ମାର୍ ଜନିତ ଧନହାନି ଘଟିପାରେ । ମହିଳାମାନେ ପୂରାତନ ରୋଗର ପିଡା ଅନୁଭବ କରିବେ । ଆର୍ଥିକ ସଙ୍କଟର ଶିକାର ହୋଇପାରନ୍ତି ।
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨