• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ

Virgo

କନ୍ୟା

Sunday 16 Apr 2023

ଉ- ଫାଲ୍‌ଗୁନୀ- ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ ।
ହସ୍ତା - ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ । ପୁରୁଣା ରୋଗର ପ୍ରକୋପରେ ହଇରାଣ ହୋଇପାରନ୍ତି । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। 
ଚିତ୍ରା- ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ନୂତନ ବାହନ ଆଦି କ୍ରୟ କରି ପାରନ୍ତି । ଶିକ୍ଷାକ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ ।
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ । 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :