• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ

Libra

ତୁଳା

Sunday 16 Apr 2023

ଚିତ୍ରା – ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ସ୍ୱାତୀ – ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ। 
ବିଶାଖା – କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :