• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ

Scorpio

ବିଛା

Sunday 16 Apr 2023

ବିଶାଖା – ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି । ବିବାହ ଉତ୍ସବରେ ଯୋଗଦେବାର ସୁଯୋଗ ପାଇବେ। ପୂର୍ବରୁ କରିଥିବା କାମ ପାଇଁ ସମ୍ମାନିତ ହେବା ସହିତ ଦକ୍ଷତା ପ୍ରତିପାଦିତ କରିବେ ।
ଅନୁରାଧା – ବେପାର ବୃତ୍ତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ଜ୍ୟେଷ୍ଠା – କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ । କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳାମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।
ପ୍ରତିକାର – ମା’ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ । 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :