ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ
ମୂଳା - ଶାରୀରିକ ଅସୁସ୍ଥତା ଦୂରେଇ ଯିବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ସେଥିରେ ପ୍ରଚୁର ଲାଭ ମିଳିବ । ଜୀବନ ସାଥୀଙ୍କ ସହିତ ଶାନ୍ତି ବାତାବରଣ ସୃଷ୍ଟି କରିବେ ।
ପୂ, ଷାଢା- ଶିଳ୍ପ, ବାଣିଜ୍ୟ - ବ୍ୟବସାୟରେ ଆଶାନୁରୂପକ ଫଳ ପାଇ ପାରନ୍ତି । ସହକର୍ମୀ ମାନେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି ଆଗକୁ ଯିବେ । ରାଜନିତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ ।
ଉ, ଷାଢା- ରାସ୍ତରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପିଲାମାନେ ଯାନବାହନ କିଣିବା ପାଇଁ ଜିଦ୍ ଧରି ପାରନ୍ତି । ଶତୃ ଯେତେ ଚେଷ୍ଟା କରିଲେ ମଧ୍ୟ କିଛି କ୍ଷତି କରି ପାରିବେ ନାହିଁ ।
ପ୍ରତିକାର – ଶ୍ରୀରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩