• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ

Capricorn

ମକର

Sunday 16 Apr 2023

ଉ, ଷାଢା - ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । 
ଶ୍ରବଣା - ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।
ଧନିଷ୍ଠା - ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :