• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥ- ୮ମୀ ଦିବା ୦୧.୨୪ ଗତେ ୯ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Tuesday 16 Apr 2024

କୃତିକା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ ।

ରୋହିଣୀ- ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ମୃଗଶିରା- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ । ମହିଳା ମାନେ ସଜବାଜରେ ଦିନ କଟିବେ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :