• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥ- ୮ମୀ ଦିବା ୦୧.୨୪ ଗତେ ୯ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Tuesday 16 Apr 2024

ଧନିଷ୍ଠା- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ ।

ଶତଭିଷା- ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ପୂ,ଭାଦ୍ରପଦ- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :