• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥ- ୮ମୀ ଦିବା ୦୧.୨୪ ଗତେ ୯ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Tuesday 16 Apr 2024

ମୃଗଶିରା- ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ବନ୍ଧୁ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି ।

ଆଦ୍ରା- ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ ।

ପୁନର୍ବସୁ- ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :