• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥ- ୮ମୀ ଦିବା ୦୧.୨୪ ଗତେ ୯ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Tuesday 16 Apr 2024

ମଘା- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି

ପୂ,ଫାଲଗୁନି- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ଉ,ଫାଲଗୁନି- ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :