• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥ- ୮ମୀ ଦିବା ୦୧.୨୪ ଗତେ ୯ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Tuesday 16 Apr 2024

ଚିତ୍ରା- ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । କୈାଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ସ୍ୱାତୀ- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ବିଶାଖା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :