• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥ- ୮ମୀ ଦିବା ୦୧.୨୪ ଗତେ ୯ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Tuesday 16 Apr 2024

ମୂଳା- ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମ ମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।

ପୂ,ଷାଢା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ମାନସିକ ଶାନ୍ତି ଅନୁଭବ କରିବେ ।

ଉ,ଷାଢା- ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର‌୍ୟ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :