ବ୍ୟବସାୟରେ ବଡ ଧରଣର ଆର୍ଥିକ ଲାଭ ହୋଇପାରେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟରେ ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ଅନ୍ୟର କଥାକୁ ସତ ମନେକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ ।
ମୃଗଶିରା- ବିବାହ ଆଶାୟୀ ଯୁବକ, ଯୁବତୀମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି । ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ଆଦ୍ରା- ଶିକ୍ଷାର୍ଥିମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । ପୁନର୍ବସୁ- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ରାଜନୀତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମୋକଦ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ ।
ପ୍ରତିକାର– ମା' ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫