ବ୍ୟବସାୟରେ ବଡ ଧରଣର ଆର୍ଥିକ ଲାଭ ହୋଇପାରେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟରେ ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ଅନ୍ୟର କଥାକୁ ସତ ମନେକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ ।
ପୁନର୍ବସୁ- ପୁରାତନ ରୋଗର ପୀଡା କ୍ରମଶଃ ହ୍ରାସ ପାଇପାରେ । ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟିହେବା କାରଣରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ପୁଷ୍ୟା- ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣଧୀନ କାମଟି ସମ୍ପନ୍ନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପନ୍ଥା ଅନୁସରଣ କରିବେ । ଅଶ୍ଲେଷା- ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଅଧୟନ, ଅଧ୍ୟାପନା ଓ ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆକସ୍ମିକ ଧନ ପାଇବାର ସମ୍ଭାବନା ରହିଛି ।
ପ୍ରତିକାର – ମା' ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨