• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Wednesday 16 Aug 2023

ଅଶ୍ୱନୀ- କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ଦ୍ୱିଜା- ଅତୀତ ଘଟଣା ସକାଶେ ଆଶଙ୍କା କରି ମନ ଅସ୍ଥିର ରହିବ । ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ । ବ୍ୟବସାୟ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ ।

କୃତିକା- ପୁରୁଣା ଜମିବାଡିକୁ ନେଇ କଳହ ଦେଖାଦେଇପାରେ । ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି ।

ପ୍ରତିକାର- ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :