• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Wednesday 16 Aug 2023

କୃତିକା- କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ଯାତ୍ରା ସମୟରେ ସହଯାତ୍ରୀଙ୍କ କାର୍ଯ୍ୟକଳାପରୁ ବାଧାବିଘ୍ନ ଘଟିପାରେ । ବ୍ୟବସାୟରେ ମନର ବଳ ଖୁବ୍ ଟାଣ ରହିବ ।

ରୋହିଣୀ- ପାରିବାରିକ ସ୍ତରରେ ରାଗ, ରୁଷା ଓ ଅଭିମାନଭରା ପରିବେଶ ସୃଷ୍ଟି ହୋଇପାରେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଚିତ ଅଭିଳାଷ ପୂରଣ ହେବ ।

ମୃଗଶିରା- ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ମହିଳା ମାନେ ଈଶ୍ୱର ବିଶ୍ୱାସୀ ହେବେ । ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢିପାରେ ।

ପ୍ରତିକାର- ଶ୍ରୀ ପର୍ଶୁରାମଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :