• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Wednesday 16 Aug 2023

ଧନିଷ୍ଠା- ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ବହୁତ ଖଟଣୀ ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଶୁଭଫଳ ପାଇବେ ।

ଶତଭିଷା- ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡିବ । ବିଦେଶରେ ପଢିବାକୁ ଚାହୁଁଥିବା ବିଦ୍ୟାର୍ଥୀ ମାନେ ପାଇଁ ଭଲ ସୁଯୋଗ ପାଇବେ । ମହିଳା ମାନେ ସୁଖରେ ରହିବେ ।

ପୂ, ଭାଦ୍ରପଦ- ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଜମି କ୍ରୟ କରି ଖୁସି ରହିବେ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ ।

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :