• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Wednesday 16 Aug 2023

ପୂ, ଭାଦ୍ରପଦ- ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ନଦେଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ପରିବାର ସହ ଖୁସିରେ ସମୟ ଅତିବାହିତ କରିବେ ।

ଉ, ଭାଦ୍ରପଦ- କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା । ପରକଥାରେ ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି। ନୂତନ କାର୍ଯ୍ୟରେ ନିଯୁକ୍ତି ପାଇବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।

ରେବତୀ- ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟା କଲେ ଉପକୃତ ହେବେ । ନିଜର କ୍ଷମତାର ଅପବ୍ୟବହାରଜନିତ ବିରକ୍ତିକର କଥା କହି ଅପଦସ୍ଥ ହେବେ ।

ପ୍ରତିକାର- ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :