• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Wednesday 16 Aug 2023

ମୃଗଶିରା- ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବା ପାଇଁ ଆପ୍ରାଣ ଉଦ୍ୟମ କରିପାରନ୍ତି । କଳା, ସାହିତ୍ୟ, ସାମ୍ବାଦିକତା, ଗଣଯୋଗାଯୋଗ ତଥା ଆଇନ ଅଦାଲତରେ ସଫଳତା ପାଇପାରିବେ ।

ଆଦ୍ରା- ଯାତ୍ରା ସମୟରେ, ଯାନବାହନ ଚାଳନାରେ, ଆନୁଷ୍ଠାନିକ କାମରେ ଓ କ୍ରୟବିକ୍ରୟରେ ସତର୍କତା ଅବଲମ୍ବନ କରନ୍ତୁ । ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ପାରିବାରିକ ଜୀବନ କଟିବ ।

ପୁନର୍ବସୁ- ବିଳାସ ବ୍ୟସନ କିମ୍ବା ସଭାସମିତିରେ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ । ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :