• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Wednesday 16 Aug 2023

ପୁନର୍ବସୁ- ପରିବାରରେ ସମସ୍ୟା ଜନିତ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇଲେ ମଧ୍ୟ ମନରେ ଶାନ୍ତି ଆସିବ ନାହିଁ ।

ପୁଷ୍ୟା- ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ରାଜନୀତିରେ ଲୋକ ସଂପର୍କ ବଢିବ । କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ପାଇବେ ।

ଅଶ୍ଳେଷା- ଅର୍ଥର ଆବଶ୍ୟକତା ପୂରଣ କରିବା ସକାଶେ ଜମିଜମା, ପୂରାତନ ଗୃହ, ଯାନ୍ତ୍ରିକ ଜିନିଷ, ଯାନବାହନ ପ୍ରଭୃତି ବିକ୍ରି କରିପାରନ୍ତି । ମହିଳା ମାନେ ଚିନ୍ତିତ ହେବେ ।

ପ୍ରତିକାର- ଚନ୍ଦ୍ରଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :