• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Wednesday 16 Aug 2023

ଉ-ଫାଲ୍ଗୁନୀ- ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବାକୁ ପଡ଼ିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପରିବାର ସଦସ୍ୟଙ୍କ କାର୍ଯ୍ୟକଳା, ଅସନ୍ତୋଷ ସୃଷ୍ଟି କରିପାରେ ।

ହସ୍ତା- ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତାର କାରଣ ହୋଇପାରେ । ବିଦ୍ୟାର୍ଥୀ ମାନଙ୍କର ପାଠ ପଢା ପ୍ରତି ଆଗ୍ରହ ସୃଷ୍ଠି ହେବ ।

ଚିତ୍ରା- ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିବେ । କୋର୍ଟରେ ଚାଲିଥିବା ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ । ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।

ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :