• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Wednesday 16 Aug 2023

ଚିତ୍ରା- କାର୍ଯ୍ୟ କ୍ଷେତ୍ରରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି । ପ୍ରେମୀ ଯୁଗଳ ଏକାଠି ସମୟ ବିତାଇବେ । ଆପଣ ଉଚ୍ଚ ଅଧିକାରୀଙ୍କଠାରୁ ପ୍ରଶଂସା ପାଇବେ ।

ସ୍ୱାତୀ- ବ୍ୟବସାୟ ବାଣିଜ୍ୟରେ ଲାଭବାନ୍ ହେବାର ସୁଯୋଗ ମିଳିବ । କ୍ୟାରିୟର ପାଇଁ ଅଧିକ ଚିନ୍ତିତ ହେବେ । ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ ।

ବିଶାଖା- ରାଜନୀତିରେ ସଂଯମତା ରକ୍ଷା ନକଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ । ନୂତନ ଯାନ ବାହନ କିଣିବାର ସୁଯୋଗ ଲାଭ କରିବେ । ପୁରୁଣା ଜମି ପାଇଁ ଦ୍ୱନ୍ଦ୍ୱ ଲାଗିପାରେ ।

ପ୍ରତିକାର- ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :