• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Wednesday 16 Aug 2023

ବିଶାଖା- କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ ଅତ୍ୟଧିକ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍ ରହି ପାରେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ

ଅନୁରାଧା- ଅର୍ଥନୈତିକ ପ୍ରଗତି ଜୀବନଯାତ୍ରାକୁ ସୁଖମୟ କରିବ । ରାଜନୀତିରେ ପଦୋନ୍ନତି ବୃଦ୍ଧି ଆଶା କରୁଥିବା ବ୍ୟକ୍ତିମାନେ କିଛି ଭଲ ଖବର ପାଇପାରିବେ ।

ଜ୍ୟୋଷ୍ଠା- ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ଋଣ ପରିଶୋଧ କରିବା ସହିତ ଋଣ ପ୍ରାପ୍ତିର ସୁଯୋଗ ମଧ୍ୟ ପାଇବେ ମହିଳାମାନେ କଠିନ ପରିଶ୍ରମ କରିବେ ।

ପ୍ରତିକାର- ମା’ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :