• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Wednesday 16 Aug 2023

ମୂଳା- ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିପାରିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ମହିଳାମାନେ ଅସୁସ୍ଥତା ଅନୁଭବ କରିବେ ।

ପୂ, ଷାଢା- ରାଜନୀତିରେ ଉଚ୍ଚ ପ୍ରଦସ୍ଥ ବ୍ୟକ୍ତିମାନଙ୍କର ପ୍ରିୟର ପାତ୍ର ହୋଇପାରିବେ । ପରିବାର ପାଇଁ ଅଳଙ୍କାର, ଔଷଧ ପତ୍ର ଦ୍ରବ୍ୟ କ୍ରୟ କରିପାରନ୍ତି । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।

ଉ, ଷାଢା- କଳା, ସାହିତ୍ୟ, ସାମ୍ବାଦିକତା, ଆଲୋଚନା, ଆନୁଷ୍ଠାନିକ କ୍ଷେତ୍ରରୁ ସୁଫଳ ମିଳିବ । କୋର୍ଟ କଚେରି ମାମଲା କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଯାନ ,ବାହନ କ୍ରୟ କରିବାର ସୁଯୋଗ ସୁବିଧା ପାଇବେ ।

ପ୍ରତିକାର- ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :