• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ଅମାବାଶ୍ୟା ଦିବା ୦୩.୦୮ ଗତେ ପ୍ରତିପଦ । ଘାତ ଚନ୍ଦ୍ର- ଦିବା ୦୪.୫୭ ଗତେ କର୍କଟ ଓ ମକର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Wednesday 16 Aug 2023

ଉ, ଷାଢା- ଭୁଲ୍ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି । ଅନେକାଂଶରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ ।

ଶ୍ରବଣା- ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି । ଅଫିସରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।

ଧନିଷ୍ଠା- ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ । ମହିଳା ମାନେ ବହୁତ କଷ୍ଟ କରି ନିଜର ସ୍ୱପ୍ନ ପୂରଣ କରିବେ ।

ପ୍ରତିକାର- କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :