• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Taurus

ବୃଷ

Friday 16 Aug 2024

କୃତିକା- ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ପରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ

ରୋହିଣୀ- କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳାମାନେ ପ୍ରତ୍ୟେକ କାର୍ଯ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ

ମୃଗଶିରା- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :