• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Aquarius

କୁମ୍ଭ

Friday 16 Aug 2024

ଧନିଷ୍ଠା - ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ। ପାରିବାରିକ ଶାନ୍ତି ବୃଦ୍ଧି ପାଇବ ଏବଂ ସମସ୍ତ କାର୍ଯ୍ୟ ଶୁଭପ୍ରଦ ହେବ ।

ଶତଭିଷା- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନୀତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ପୂ, ଭାଦ୍ରପଦ- ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ । ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମହିଳାମାନେ ପୂରାତନ ରୋଗର ପିଡା ଅନୁଭବ କରିବେ ।

ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :