• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Pisces

ମୀନ

Friday 16 Aug 2024

ପୂ,ଭାଦ୍ରପଦ- ପ୍ରେମିକ ପ୍ରେମିକାମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ ।

ଉ,ଭାଦ୍ରପଦ- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ

ରେବତୀ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :