• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Gemini

ମିଥୁନ

Friday 16 Aug 2024

ମୃଗଶିରା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।

ଆଦ୍ରା- ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ ।

ପୁନର୍ବସୁ- ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :