• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Cancer

କର୍କଟ

Friday 16 Aug 2024

ପୁନର୍ବସୁ- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ

ପୁଷ୍ୟା- ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ । ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।

ଅଶ୍ଲେଷା- ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ପ୍ରଶାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :