• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Leo

ସିଂହ

Friday 16 Aug 2024

ମଘା- ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନୂତନ ଲୁଗା ବ୍ୟବସାୟ ପାଇଁ ଯୋଜନା କରବେ । କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ

ପୂ- ଫାଲ୍‌ଗୁନୀ- ପ୍ରେମ ସମ୍ପର୍କ ମଜବୁତ ରହିବ । ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ

ଉ- ଫାଲ୍‌ଗୁନୀ- କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳାମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :