• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Virgo

କନ୍ୟା

Friday 16 Aug 2024

ଉ,ଫଳଗୁନି- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ ।

ହସ୍ତା- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ

ଚିତ୍ରା- ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :