• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Libra

ତୁଳା

Friday 16 Aug 2024

ଚିତ୍ରା- ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ସ୍ୱାତୀ- ଆଇନ ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳାମାନେ ସୁଷସମୃଦ୍ଧି ପ୍ରାପ୍ତ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ

ବିଶାଖା- ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତି ବା ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :